Micah 6:1 — Compare Translations
5 translations compared side by side
Odia - 1840
"ଶୁଣ ସଦାପ୍ରଭୁ ଯାହା କହନ୍ତି, ଉଠ ଏବଂ ତୁମ୍ଭର ଅଭିଯୋଗ ପର୍ବତମାନଙ୍କ ସମ୍ମୁଖ ରେ ଓ ସହେି ପାହାଡ ଗୁଡିକ ସମ୍ମୁଖ ରେ ପ୍ରକାଶ କର, ଯେଉଁ ପାହାଡଗୁଡିକ ତୁମ୍ଭର କଥା ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଅଭିଯୋଗ ଶୁଣ, ସଦାପ୍ରଭୁ ଯାହା କହନ୍ତି, “ଉଠ ଏବଂ ତୁମ୍ଭର ଅଭିଯୋଗ ପର୍ବତମାନଙ୍କ ସମ୍ମୁଖରେ ଓ ସେହି ପାହାଡ଼ ଗୁଡ଼ିକ ସମ୍ମୁଖରେ ପ୍ରକାଶ କର, ଯେଉଁ ପାହାଡ଼ଗୁଡ଼ିକ ତୁମ୍ଭର କଥା ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯାହା କହନ୍ତି, ତାହା ତୁମ୍ଭେମାନେ ଏବେ ଶୁଣ; ତୁମ୍ଭେ ଉଠ, ପର୍ବତଗଣର ସମ୍ମୁଖରେ ବିବାଦ କର ଓ ଉପପର୍ବତଗଣ ତୁମ୍ଭର ରବ ଶୁଣନ୍ତୁ।