Micah 6:10 — Compare Translations
5 translations compared side by side
Odia - 1840
"ମନ୍ଦାଗ୍ଭରୀଗଣ କ'ଣ ଏବେ ସୁଦ୍ଧା ଗ୍ଭରେି ଧନସମ୍ପତ୍ତିକୁ ଲୁଗ୍ଭଇ ରଖିଛନ୍ତି? ସହେି ମନ୍ଦାଗ୍ଭରୀଗଣ ଏବେ କ'ଣ େଛାଟ ଐଫା ରେ ଲୋକମାନଙ୍କୁ ପ୍ରତାରଣା କରୁଛନ୍ତି? ହଁ, ଏହିସବୁ ଘଟଣା ଏବେ ମଧ୍ଯ ଘଟୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ତାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦାଗ୍ଭରୀଗଣ କ’ଣ ଏବେ ସୁଦ୍ଧା ଗ୍ଭେରି ଧନସମ୍ପତ୍ତିକୁ ଲୁଗ୍ଭଇ ରଖିଛନ୍ତି? ସେହି ମନ୍ଦାଗ୍ଭରୀଗଣ ଏବେ କ’ଣ ଛୋଟ ଐଫାରେ ଲୋକମାନଙ୍କୁ ପ୍ରତାରଣା କରୁଛନ୍ତି? ହଁ, ଏହିସବୁ ଘଟଣା ଏବେ ମଧ୍ୟ ଘଟୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି?