Micah 6:11 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଆମ୍ଭେ ଭୂଲ୍ ମାପକାଠି ଏବଂ ଅସାଧୁ ଓଜନ ସହ୍ଯ କରିବା ଉଚିତ୍ କି? ନା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା?
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆମ୍ଭେ ଭୁଲ୍ ମାପକାଠି ଏବଂ ଅସାଧୁ ଓଜନ ସହ୍ୟ କରିବା ଉଚିତ୍ କି? ନା!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।