Micah 6:12 — Compare Translations
5 translations compared side by side
Odia - 1840
"ସହେି ନଗରୀର ଧନୀ ଲୋକମାନେ ନିଷ୍ଠୁର ଅଟନ୍ତି। ସହେି ସ୍ଥାନର ଲୋକେ ତଥାପି ମିଥ୍ଯା କହୁଛନ୍ତି। ହଁ, ସହେି ଲୋକମାନେ ପ୍ରବଞ୍ଚକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ଵା ପ୍ରବଞ୍ଚକ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରୀର ଧନୀ ଲୋକମାନେ ନିଷ୍ଠୁର ଅଟନ୍ତି। ସେହି ସ୍ଥାନର ଲୋକେ ତଥାପି ମିଥ୍ୟା କହୁଛନ୍ତି। ହଁ, ସେହି ଲୋକମାନେ ପ୍ରବଞ୍ଚକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।