Micah 6:13 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭେ ତୁମ୍ଭକୁ ଶାସ୍ତି ଦବୋ ଆରମ୍ଭ କରିଅଛୁ। ତୁମ୍ଭର ପାପ ୟୋଗୁ ଆମ୍ଭେ ତୁମ୍ଭକୁ ବିନଷ୍ଟ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ତୁମ୍ଭକୁ ଶାସ୍ତି ଦେବା ଆରମ୍ଭ କରିଅଛୁ। ତୁମ୍ଭର ପାପ ଯୋଗୁଁ ଆମ୍ଭେ ତୁମ୍ଭକୁ ବିନଷ୍ଟ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ମଧ୍ୟ ବେଦନାଯୁକ୍ତ କ୍ଷତରେ ତୁମ୍ଭକୁ ପ୍ରହାର କରିଅଛୁ; ଆମ୍ଭେ ତୁମ୍ଭର ସମସ୍ତ ପାପ ସକାଶୁ ତୁମ୍ଭକୁ ଉଚ୍ଛିନ୍ନ କରିଅଛୁ।