Micah 6:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ହବେନାହିଁ। ତୁମ୍ଭେ ତଥାପି ଭୋକିଲା ଓ ଶୂନ୍ଯ ରହିବ। ତୁମ୍ଭେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ଚେଷ୍ଟା କରିବ ମାତ୍ର ତୁମ୍ଭ ସୁରକ୍ଷିତ ଲୋକମାନେ ଖଡ୍ଗ ରେ ନିହତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଭୋଜନ କରିବ, ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍‍ଗକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ହେବ ନାହିଁ। ତୁମ୍ଭେ ତଥାପି ଭୋକିଲା ଓ ଶୂନ୍ୟ ରହିବ। ତୁମ୍ଭେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ଚେଷ୍ଟା କରିବ ମାତ୍ର ତୁମ୍ଭ ସୁରକ୍ଷିତ ଲୋକମାନେ ‌‌ଖ‌ଡ଼୍‌ଗରେ ନିହତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା।