Micah 6:15 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯଦିଓ ଶସ୍ଯ ବୁଣିବ କିନ୍ତୁ ଫସଲ ଅମଳ କରିବ ନାହିଁ। ତୁମ୍ଭେ ଅଲିଭ ଫଳ ପଷେିବ ମାତ୍ର ତୈଳ ମର୍ଦ୍ଦନ ପାଇଁ ପାଇବ ନାହିଁ। ଯଦିଓ ଦ୍ରାକ୍ଷାଫଳ ପଷେିବ, ଦ୍ରାକ୍ଷାରସ ପାନୀଯ ପାଇଁ ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦିଓ ଶସ୍ୟ ବୁଣିବ କିନ୍ତୁ ଫସଲ ଅମଳ କରିବ ନାହିଁ। ତୁମ୍ଭେ ଅଲିଭ ଫଳ ପେଷିବ ମାତ୍ର ତୈଳ ମର୍ଦ୍ଦନ ପାଇଁ ପାଇବ ନାହିଁ। ଯଦିଓ ଦ୍ରାକ୍ଷାଫଳ ପେଷିବ, ଦ୍ରାକ୍ଷାରସ ପାନୀୟ ପାଇଁ ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।