Micah 6:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଏକ ଅଭିଯୋଗ ଲୋକମାନଙ୍କ ବିରୁଦ୍ଧ ରେ ଅଛି। ତେଣୁ ହେ ପର୍ବତଗଣ ଓ ପୃଥିବୀର ସମସ୍ତ ମୂଳଦୁଆ, ସଦାପ୍ରଭୁଙ୍କର ଅଭିଯୋଗ ଶୁଣ, ଇଶ୍ରାୟେଲ ଭୂଲ୍ ବୋଲି ପ୍ରମାଣିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳ-ସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଏକ ଅଭିଯୋଗ ଲୋକମାନଙ୍କ ବିରୁଦ୍ଧରେ ଅଛି। ତେଣୁ ହେ ପର୍ବତଗଣ ଓ ପୃଥିବୀର ସମସ୍ତ ମୂଳଦୁଆ, ସଦାପ୍ରଭୁଙ୍କର ଅଭିଯୋଗ ଶୁଣ, ଇସ୍ରାଏଲ ଭୁଲ୍ ବୋଲି ପ୍ରମାଣିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।