Micah 6:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପୁଣି କୁହନ୍ତି, ହେ ଆମ୍ଭର ଲୋକମାନେ, ତୁମ୍ଭମାନେେ କୁହ ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷ ରେ କି କାର୍ୟ୍ଯ କରିଅଛୁ। ତୁମ୍ଭମାନଙ୍କର ଜୀବନକୁ କଠିନତର କରିଛି ବୋଲି ସାକ୍ଷ୍ଯ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳା; କରିଅଛୁ? ଆମ୍ଭ ପ୍ରତିକୂଳରେ ସାକ୍ଷ୍ୟ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୁଣି କୁହନ୍ତି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ କୁହ ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ କି କାର୍ଯ୍ୟ କରିଅଛୁ। ତୁମ୍ଭମାନଙ୍କର ଜୀବନକୁ କଠିନତର କରିଛି ବୋଲି ସାକ୍ଷ୍ୟ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ’ଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।