Micah 6:4 — Compare Translations

5 translations compared side by side

Odia - 1840
"ଆମ୍ଭେ କ'ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମାଶାେ, ହାରୋଣ ଓ ମରିଯମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛି ଓ ତୁମ୍ଭମାନଙ୍କୁ ଦାସତ୍ବରୁ ମୁକ୍ତ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।