Micah 6:5 — Compare Translations

5 translations compared side by side

Odia - 1840
"ହେ ଆମ୍ଭର ଲୋକମାନେ, ମାୟୋବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିଯୋରର ପୁତ୍ର ବିଲିଯମ୍ ତାଙ୍କୁ କି ଉତ୍ତର ଦଇେଥିଲେ, ତାକୁ ସ୍ମରଣ କର। ଶିଟୀମ୍ଠାରୁ ଗିଲ୍ଗଲ୍ ପର୍ୟ୍ଯନ୍ତ ଯାହାସବୁ ଘଟିୟାଇଛି, ତାକୁ ମଧ୍ଯ ମନେ ପକାଅ। ତାହା ହେଲେ ସଦାପ୍ରଭୁଙ୍କର ନ୍ଯାଯ କର୍ମ ବିଷଯ ରେ ତୁମ୍ଭମାନେେ ଜାଣି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍ କି ମନ୍ତ୍ରଣା କରିଥିଲା ଓ ବୀୟୋରର ପୁତ୍ର ବିଲୀୟମ୍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍ଗଲ୍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆମ୍ଭର ଲୋକମାନେ, ମୋୟାବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିୟୋରର ପୁତ୍ର ବିଲିୟମ୍ ତାଙ୍କୁ କି ଉତ୍ତର ଦେଇଥିଲେ, ତାକୁ ସ୍ମରଣ କର। ଶିଟୀ‌‌ମ୍‌‌ଠାରୁ ଗି‌ଲ୍‌ଗଲ୍ ପର୍ଯ୍ୟନ୍ତ ଯାହାସବୁ ଘଟିଯାଇଛି, ତାକୁ ମଧ୍ୟ ମନେ ପକାଅ। ତାହାହେଲେ ସଦାପ୍ରଭୁଙ୍କର ନ୍ୟାୟ କର୍ମ ବିଷୟରେ ତୁମ୍ଭେମାନେ ଜାଣି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।”
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭର ଲୋକେ, ମୋୟାବର ରାଜା ବାଲାକ୍‍ କି ମନ୍ତ୍ରଣା କରିଥିଲା ଓ ବିୟୋରର ପୁତ୍ର ବିଲୀୟମ୍‍ ତାହାକୁ କି ଉତ୍ତର ଦେଇଥିଲା, ତାହା ଏବେ ସ୍ମରଣ କର; ଶିଟୀମଠାରୁ ଗିଲ୍‍ଗଲ୍‍ ପର୍ଯ୍ୟନ୍ତ ସ୍ମରଣ କର, ତହିଁରେ ତୁମ୍ଭେମାନେ ସଦାପ୍ରଭୁଙ୍କର ନ୍ୟାୟ କର୍ମସକଳ ଜ୍ଞାତ ହୋଇ ପାରିବ।