Micah 6:7 — Compare Translations

5 translations compared side by side

Odia - 1840
"ହଜାର ହଜାର ମଷେ ରେ କି ଅଯୁତ ତୈଳର ନଦୀ ରେ ସଦାପ୍ରଭୁ କ'ଣ ଆନନ୍ଦିତ ହବେେ? ମାରେ ଅପରାଧ ପାଇଁ କ'ଣ ମାରେ ପ୍ରଥମ ସନ୍ତାନକୁ ପ୍ରତିଦାନ ସ୍ବରୂପ ଦବେି? ମାରେ ଶରୀରର ଫଳ ସ୍ବରୂପ ସନ୍ତାନକୁ ମାରେ ପାପ ପାଇଁ କ'ଣ ପରିଶାଧେ କରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ହଜାର ହଜାର ମେଷରେ କି ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କ’ଣ ଆନନ୍ଦିତ ହେବେ? ମୋର ଅପରାଧ ପାଇଁ କ’ଣ ମୋର ପ୍ରଥମ ସନ୍ତାନକୁ ପ୍ରତିଦାନ ସ୍ୱରୂପ ଦେବି? ମୋର ଶରୀରର ଫଳ ସ୍ୱରୂପ ସନ୍ତାନକୁ ମୋର ପାପ ପାଇଁ କ’ଣ ପରିଶୋଧ କରିବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”
Odia IRV 2017 (ଓଡିଆ ବାଇବେଲ)
ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞା-ଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?