Micah 6:8 — Compare Translations
5 translations compared side by side
Odia - 1840
"ହେ ମାନବ, ଯାହା ଉତ୍ତମ ତାହା ସଦାପ୍ରଭୁ ତୁମ୍ଭକୁ ଜଣାଇଛନ୍ତି। ଏହାହିଁ ସଦାପ୍ରଭୁ ତୁମ୍ଭଠାରୁ ଇଚ୍ଛା କରନ୍ତି। ଅନ୍ୟମାନଙ୍କ ପ୍ରତି ଭଲହୁଅ, ବଦାନ୍ଯତା ଓ କରୁଣାକୁ ଭଲ ପାଅ, ପରମେଶ୍ବରଙ୍କ ସହିତ ନମ୍ରତାର ସହିତ ବାସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ଵରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ହେ ମାନବ, ଯାହା ଉତ୍ତମ ତାହା ସଦାପ୍ରଭୁ ତୁମ୍ଭକୁ ଜଣାଇଛନ୍ତି। ଏହା ହିଁ ସଦାପ୍ରଭୁ ତୁମ୍ଭଠାରୁ ଇଚ୍ଛା କରନ୍ତି। ଅନ୍ୟମାନଙ୍କ ପ୍ରତି ଭଲହୁଅ, ବଦାନ୍ୟତା ଓ କରୁଣାକୁ ଭଲ ପାଅ, ପରମେଶ୍ୱରଙ୍କ ସହିତ ନମ୍ରତାର ସହିତ ବାସ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ, ଯାହା ଉତ୍ତମ, ତାହା ସେ ତୁମ୍ଭକୁ ଜଣାଇ ଅଛନ୍ତି; ନ୍ୟାୟାଚରଣ, ଦୟା ଭଲ ପାଇବା ଓ ନମ୍ର ଭାବରେ ତୁମ୍ଭ ପରମେଶ୍ୱରଙ୍କ ସହିତ ଗମନାଗମନ କରିବାର, ଏହାଛଡ଼ା ସଦାପ୍ରଭୁ ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?