Micah 6:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁର ସ୍ବର ନଗରକୁ ଆହ୍ବାନ କରୁଛି। ସଦାପ୍ରଭୁଙ୍କ ନାମକୁ ସମ୍ମାନ ଦବୋ ବିଜ୍ଞତାର ପରିଗ୍ଭୟକ ଅଟେ। ତେଣୁ ନଗରର ଲୋକ ଏବଂ ନିବାସୀମାନେ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ରବ ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ । ତୁମ୍ଭେମାନେ ଦଣ୍ତ ଓ ତନ୍ନିରୂପଣକାରୀଙ୍କୁ ମାନ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ କ’ଣ କରୁଥିଲେ ସଦାପ୍ରଭୁଙ୍କ ସ୍ୱର ନଗରକୁ ଆହ୍ୱାନ କରୁଛି। ସଦାପ୍ରଭୁଙ୍କ ନାମକୁ ସମ୍ମାନ ଦେବା ବିଜ୍ଞତାର ପରିଗ୍ଭୟକ ଅଟେ। ତେଣୁ ନଗରର ଲୋକ ଏବଂ ନିବାସୀମାନେ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।