Micah 7:1 — Compare Translations

5 translations compared side by side

Odia - 1840
"ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ତା ନାହିଁ, ମୋର ପ୍ରାଣ ପ୍ରଥମ ପକ୍ଵ ଡିମିରି ଫଳ ଲାଳସା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖା ମନ୍ଦଲୋକଙ୍କ କାର୍ଯ୍ୟରେ ବିବ୍ରତ ହେବେ ମୁଁ ବିବ୍ରତ, କାରଣ ଫଳ ତୋଳିଲା ପରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହୋଇଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହୋଇଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତାରେ ଖାଇବାକୁ ନାହିଁ କି ମୋର ପ୍ରିୟ ପ୍ରଥମ ପକ୍ୱ ଡିମ୍ବିରି ଫଳ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।
Odia IRV 2017 (ଓଡିଆ ବାଇବେଲ)
ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ୱିରି ଫଳ ଲାଳସା କରେ।