Micah 7:10 — Compare Translations

5 translations compared side by side

Odia - 1840
"ମାରେ ଶତୃ କହୁଥିଲେ, ତୁମ୍ଭର ସଦାପ୍ରଭୁ ପରମେଶ୍ବର କେଉଁଠା ରେ ଅଛନ୍ତି? ମାତ୍ର ଯେତବେେଳେ ସେ ଏହା ଦେଖିବ ସେ ଲଜ୍ଜିତ ହବେ। ସେତବେେଳେ ମୁଁ ଶତୃକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁ କହୁଥିଲେ, “ତୁମ୍ଭର ସଦାପ୍ରଭୁ ପରମେଶ୍ୱର କେଉଁଠାରେ ଅଛନ୍ତି?” ମାତ୍ର ଯେତେବେଳେ ସେ ଏହା ଦେଖିବ ସେ ଲଜ୍ଜିତ ହେବ। ସେତେବେଳେ ମୁଁ ଶତ୍ରୁକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।