Micah 7:11 — Compare Translations
5 translations compared side by side
Odia - 1840
"ସମୟ ଆସିବ ଯେତବେେଳେ ତୁମ୍ଭର କାନ୍ଥ ପୁଣି ନିର୍ମିତ ହବେ। ସେତବେେଳେ ତୁମ୍ଭ ରାଜ୍ଯ ଉନ୍ନତି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେଦିନ ବିଧାନ ଦୂରକୁ ଅନ୍ତରିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀଙ୍କ ପ୍ରତ୍ୟାଗମନ ସମୟ ଆସିବ ଯେତେବେଳେ ତୁମ୍ଭର କାନ୍ଥ ପୁଣି ନିର୍ମିତ ହେବ। ସେତେବେଳେ ତୁମ୍ଭ ରାଜ୍ୟ ଉନ୍ନତି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବେଢ଼ାର ନିର୍ମାଣ ଦିନ ଉପସ୍ଥିତ! ସେହି ଦିନ ବିଧାନ ଦୂରକୁ ଅନ୍ତରିତ ହେବ।