Micah 7:12 — Compare Translations

5 translations compared side by side

Odia - 1840
"ତୁମ୍ଭ ଲୋକମାନେ ତୁମ୍ଭ ସ୍ଥାନକୁ ଫରେି ଆସିବେ। ସମାନେେ ଅଶୂରୀଯ ଓ ମିଶରର ନଗରମାନଙ୍କରୁ ଫରେି ଆସିବେ। ତୁମ୍ଭର ଲୋକ ମିଶର ତଥା ଫରାତ୍ ନଦୀର ଆର ପାଖରୁ ଆସିବେ। ଆଉ ମଧ୍ଯ ସମାନେେ ପଶ୍ଚିମସ୍ଥ ସମୁଦ୍ର ଓ ପୂର୍ବସ୍ଥ ପର୍ବତମାନଙ୍କରୁ ଗ୍ଭଲି ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଲୋକମାନେ ତୁମ୍ଭ ସ୍ଥାନକୁ ଫେରି ଆସିବେ। ସେମାନେ ଅଶୂରୀୟ ଓ ମିଶରର ନଗରମାନଙ୍କରୁ ଫେରି ଆସିବେ। ତୁମ୍ଭର ଲୋକ ମିଶର ତଥା ଫରାତ୍ ନଦୀର ଆର ପାଖରୁ ଆସିବେ। ଆଉ ମଧ୍ୟ ସେମାନେ ପଶ୍ଚିମସ୍ଥ ସମୁଦ୍ର ଓ ପୂର୍ବସ୍ଥ ପର୍ବତମାନଙ୍କରୁ ଗ୍ଭଲି ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।
Odia IRV 2017 (ଓଡିଆ ବାଇବେଲ)
ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ।