Micah 7:13 — Compare Translations

5 translations compared side by side

Odia - 1840
"ତଥାପି ବାସକରୁଥିବା ସହେି ଲୋକ ଓ ତାଙ୍କର କର୍ମ ଯୋଗୁଁ ଦେଶ ଧ୍ବଂସ ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ଵରୂପେ ଦେଶ ଧ୍ଵଂସସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ବାସ କରୁଥିବା ସେହି ଲୋକ ଓ ତାଙ୍କର କର୍ମ ଯୋଗୁଁ ଦେଶ ଧ୍ୱଂସ ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ତଥାପି ନିବାସୀଗଣର ସକାଶୁ ସେମାନଙ୍କ କ୍ରିୟାର ଫଳ ସ୍ୱରୂପେ ଦେଶ ଧ୍ୱଂସସ୍ଥାନ ହେବ।