Micah 7:14 — Compare Translations
5 translations compared side by side
Odia - 1840
"ତେଣୁ ଅଧିକାର ଦ୍ବାରା ତୁମ୍ଭର ଲୋକମାନଙ୍କୁ ଶାସନ କର। ତୁମ୍ଭ ରାଜ୍ଯର ଯତ୍ନ ନିଅ। ସହେି ଜାତି ଏକାକୀ ଜଙ୍ଗଲ ଓ କର୍ମିଲ ପର୍ବତ ଉପ ରେ ବାସ କରିବେ। ସମାନେେ ପୂର୍ବପରି ବାଶନ ଓ ଗଲିଯଦରୁ ଶସ୍ଯ ଉତ୍ପାଦନ କରି ଭୋଜନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ଵରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅଧିକାର ଦ୍ୱାରା ତୁମ୍ଭର ଲୋକମାନଙ୍କୁ ଶାସନ କର। ତୁମ୍ଭ ରାଜ୍ୟର ଯତ୍ନ ନିଅ। ସେହି ଜାତି ଏକାକୀ ଜଙ୍ଗଲ ଓ କର୍ମିଲ ପର୍ବତ ଉପରେ ବାସ କରିବେ। ସେମାନେ ପୂର୍ବପରି ବାଶନ ଓ ଗଲିୟଦରୁ ଶସ୍ୟ ଉତ୍ପାଦନ କରି ଭୋଜନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍, ଏକାକୀ ବାସକାରୀ ଆପଣା ପୈତୃକାଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବ କାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।