Micah 7:15 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କଲାପରି ବହୁ ଆଶ୍ଚର୍ୟ୍ଯ କର୍ମ କରିବା ଏବଂ ତୁମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ତା’ର ଶତ୍ରୁକୁ ଦମନ କରିବ ଆମ୍ଭେ ତୁମ୍ଭକୁ ମିଶର ଦେଶରୁ ବାହାର କଲାପରି ବହୁ ଆଶ୍ଚର୍ଯ୍ୟ କର୍ମ କରିବା ଏବଂ ତୁମ୍ଭମାନଙ୍କୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।
Odia IRV 2017 (ଓଡିଆ ବାଇବେଲ)
ମିସର ଦେଶରୁ ତୁମ୍ଭର ବାହାର ହୋଇ ଆସିବା ଦିନର ନ୍ୟାୟ ଆମ୍ଭେ ତାହାକୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖାଇବା।