Micah 7:16 — Compare Translations
5 translations compared side by side
Odia - 1840
"ଗୋଷ୍ଠୀସକଳ ସହେି ସମସ୍ତ ଆଶ୍ଚର୍ୟ୍ଯ କର୍ମ ଦେଖି ଲଜ୍ଜିତ ହବେେ। ସମାନଙ୍କେର ପରାକ୍ରମ ଆମ୍ଭ ତୁଳନା ରେ କିଛି ନୁହେଁ ବୋଲି ସମାନେେ ଅନୁଭବ କରିବେ। ସମାନେେ ଚଳିତ ହାଇେ ନିଜନିଜ ମୁଖ ରେ ହସ୍ତ ଦବେେ ଓ କର୍ଣ୍ଣକୁ ଆବୃତ କରିବେ, ଶୁଣିବାରୁ ନିବୃତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଷ୍ଠୀସକଳ ସେହି ସମସ୍ତ ଆଶ୍ଚର୍ଯ୍ୟ କର୍ମ ଦେଖି ଲଜ୍ଜିତ ହେବେ। ସେମାନଙ୍କର “ପରାକ୍ରମ” ଆମ୍ଭ ତୁଳନାରେ କିଛି ନୁହେଁ ବୋଲି ସେମାନେ ଅନୁଭବ କରିବେ। ସେମାନେ ଚଳିତ ହୋଇ ନିଜ ନିଜ ମୁଖରେ ହସ୍ତ ଦେବେ ଓ କର୍ଣ୍ଣକୁ ଆବୃତ କରିବେ, ଶୁଣିବାରୁ ନିବୃତ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀୟ ବର୍ଗ ତାହା ଦେଖି ଆପଣାମାନଙ୍କର ସମସ୍ତ ପରାକ୍ରମ ବିଷୟରେ ଲଜ୍ଜିତ ହେବେ; ସେମାନେ ଆପଣା ଆପଣା ମୁଖରେ ହସ୍ତ ଦେବେ, ସେମାନଙ୍କର କର୍ଣ୍ଣ ବଧିର ହେବ।