Micah 7:18 — Compare Translations
5 translations compared side by side
Odia - 1840
"ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ତୁଲ୍ୟ ପରମେଶ୍ଵର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ପ୍ରଶଂସା ତୁମ୍ଭ ପରି ପରମେଶ୍ୱର ଆଉ ସେଠାରେ କେହି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ୟ କ୍ଷମା ଦିଅ। ତୁମ୍ଭେ ସର୍ବଦା କ୍ରୋଧିତ ହେବ ନାହିଁ କାରଣ ତୁମ୍ଭେ ସ୍ନେହ ଗ୍ଭହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।