Micah 7:19 — Compare Translations

5 translations compared side by side

Odia - 1840
"ସେ ପୁନର୍ବାର ଫରେିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦ ରେ ଦଳି ଦବେେ ଓ ସମସ୍ତ ପାପକୁ ଅତଳ ସମୁଦ୍ର ରେ ନଇେ ନିକ୍ଷପେ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପୁନର୍ବାର ଫେରିବେ ଓ ଆମ୍ଭମାନଙ୍କୁ କୃପା କରିବେ। ସେ ଆମ୍ଭମାନଙ୍କର ସମସ୍ତ ଅପରାଧକୁ ପଦରେ ଦଳି ଦେବେ ଓ ସମସ୍ତ ପାପକୁ ଅତଳ ସମୁଦ୍ରରେ ନେଇ ନିକ୍ଷେପ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।