Micah 7:2 — Compare Translations
5 translations compared side by side
Odia - 1840
"ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ୱସ୍ତ ଓ ଉତ୍ତମ ଲୋକ ଗ୍ଭଲି ଯାଇଛନ୍ତି। ପ୍ରତ୍ୟେକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରତ୍ୟେକ ନିଜର ଭାଇକୁ ମଧ୍ୟ ଜାଲରେ ପକାଇବାକୁ ଚେଷ୍ଟା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।