Micah 7:20 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଯାକୁବ ପ୍ରତି ସତ୍ଯ ଓ ଅବ୍ରାହାମ ପ୍ରତି ଦୟା ଓ ବିଶ୍ବସ୍ତତା ପ୍ରଦାନ କଲ, ଯାହା ତୁମ୍ଭେ ବହୁବର୍ଷ ପୂର୍ବେ ଆମ୍ଭ ପୂର୍ବପୁରୁଷମାନଙ୍କଠା ରେ ଶପଥ କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପିତୃପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଯାକୁବ ପ୍ରତି ସତ୍ୟ ଓ ଅବ୍ରହାମ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରଦାନ କଲ, ଯାହା ତୁମ୍ଭେ ବହୁବର୍ଷ ପୂର୍ବେ ଆମ୍ଭ ପୂର୍ବପୁରୁଷମାନଙ୍କଠାରେ ଶପଥ କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୂର୍ବକାଳଠାରୁ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପ୍ରତି ଯାହା ଶପଥ କରିଅଛ, ଯାକୁବ ପ୍ରତି ସେହି ସତ୍ୟ ଓ ଅବ୍ରହାମ ପ୍ରତି ସେହି ଦୟା ପାଳନ କରିବ।