Micah 7:3 — Compare Translations

5 translations compared side by side

Odia - 1840
"ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ମନ୍ଦ, ତାହା ଯନିପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ; ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଦୁଇ ହାତରେ ମନ୍ଦକାର୍ଯ୍ୟ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳୟରେ ସେମାନଙ୍କର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। “ପ୍ରଧାନ ବ୍ୟକ୍ତିମାନେ” ଉତ୍ତମ ଓ ନ୍ୟାୟ ବିଗ୍ଭର କରୁ ନାହାନ୍ତି। ସେମାନେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।
Odia IRV 2017 (ଓଡିଆ ବାଇବେଲ)