Micah 7:5 — Compare Translations
5 translations compared side by side
Odia - 1840
"ତୁମ୍ଭର ପ୍ରତିବେଶୀ କି ମିତ୍ରଙ୍କୁ ବିଶ୍ବାସ କରନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖ ରେ ମୁଖ ଖାେଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମିତ୍ରଠାରେ ପ୍ରତ୍ୟୟ କର ନାହିଁ ଓ ପଥପ୍ରଦର୍ଶକଠାରେ ବିଶ୍ଵାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ଵାର ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରତିବାସୀ କି ମିତ୍ରଙ୍କୁ ବିଶ୍ୱାସ କର ନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖରେ ମୁଖ ଖୋଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।