Micah 7:8 — Compare Translations

5 translations compared side by side

Odia - 1840
"ହେ ମାରେ ଶତୃ ମାରେ ପତନ ରେ ପରିହାସ କରନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାର ରେ ଥିଲେ ମଧ୍ଯ ସଦାପ୍ରଭୁ ମାେ ପାଇଁ ଆଲୋକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ଵରୂପ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ଶତ୍ରୁ ମୋର ପତନରେ ପରିହାସ କର ନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାରରେ ଥିଲେ ମଧ୍ୟ ସଦାପ୍ରଭୁ ମୋ’ ପାଇଁ ଆଲୋକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ।
Odia IRV 2017 (ଓଡିଆ ବାଇବେଲ)
ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ।