Nahum 1:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇଯେିବ, ଏକ ଛନ୍ଦାଛନ୍ଦି ହାଇେଥିବା କଣ୍ଟାବୁଦା ପରି ଯାହା ଶୀଘ୍ର ପୋଡି଼ୟାଏ। ତୁମ୍ଭମାନେେ ମଦ୍ଯପମାନଙ୍କ ପରି ହବେ। ତୁମ୍ଭମାନେେ ଶୁଖିଲା କଟା ଘାସର ଖୁଣ୍ଟା ତୁଲ୍ଯ ଗ୍ରାସିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହୋଇଯିବ, ଏକ ଛନ୍ଦାଛନ୍ଦି ହୋଇଥିବା କଣ୍ଟାବୁଦା ପରି ଯାହା ଶୀଘ୍ର ପୋଡ଼ିଯାଏ। ତୁମ୍ଭେମାନେ ମଦ୍ୟପମାନଙ୍କ ପରି ହେବ। ତୁମ୍ଭେମାନେ ଶୁଖିଲା କଟା ଘାସର ଖୁଣ୍ଟା ତୁଲ୍ୟ ଗ୍ରାସିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।