Nahum 1:11 — Compare Translations
5 translations compared side by side
Odia - 1840
"ଜଣେ ୟିଏ କି ସଦାପ୍ରଭୁଙ୍କ ବିରୁଦ୍ଧ ରେ ମନ୍ଦ ଯୋଜନା କରିବାକୁ ଉପଦେଶ ଦବେ, ସପରେି ଲୋକ ତୁମ୍ଭମାନଙ୍କ ମଧ୍ଯରୁ ବାହାରି ୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯିଏ କି ସଦାପ୍ରଭୁଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରିବାକୁ ଉପଦେଶ ଦେବ, ସେପରି ଲୋକ ତୁମ୍ଭମାନଙ୍କ ମଧ୍ୟରୁ ବାହାରି ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି।