Nahum 1:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯିହୁଦାକୁ ଏହିସବୁ କଥା କହିଲେ, ଅଶୂରୀଯର ଲୋକମାନେ ଅତି ବଳଶାଳୀ, ସମାନଙ୍କେର ବହୁ ସୈନ୍ଯ ଅଛନ୍ତି। କିନ୍ତୁ ସମାନେେ ସମସ୍ତେ ନିହତ ହାଇେ ଶଷେ ହବେେ। ହେ ମାରେ ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଦୁଃଖ ଦଲେୁ କିନ୍ତୁ ଆଉ ଅଧିକ ଦୁଃଖ ଦବୋନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେ ବହି ଚାଲିଯିବ । ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୁଦାକୁ ଏହିସବୁ କଥା କହିଲେ, “ଅଶୂରୀୟର ଲୋକମାନେ ଅତି ବଳଶାଳୀ, ସେମାନଙ୍କର ବହୁ ସୈନ୍ୟ ଅଛନ୍ତି। କିନ୍ତୁ ସେମାନେ ସମସ୍ତେ ନିହତ ହୋଇ ଶେଷ ହେବେ। ହେ ମୋର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଦୁଃଖ ଦେଲୁ କିନ୍ତୁ ଆଉ ଅଧିକ ଦୁଃଖ ଦେବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି; “ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେମାନେ ବୋହି ଚାଲିଯିବେ। ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ।