Nahum 1:13 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କର ବକରେେ ଥିବା ଅଶୂରୀଯର ୟୁଆଳୀକୁ କାଢିନବୋ, ଏବଂ ଆମ୍ଭେ ତୁମ୍ଭର ଶିକୁଳିକୁ ଛିଣ୍ତାଇ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କର ବେକରେ ଥିବା ଅଶୂରୀୟର ଯୁଆଳୀକୁ କାଢ଼ିନେବା, ଏବଂ ଆମ୍ଭେ ତୁମ୍ଭର ଶିକୁଳିକୁ ଛିଣ୍ତାଇ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।