Nahum 1:14 — Compare Translations
5 translations compared side by side
Odia - 1840
"ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷଯ ରେ ଏହି ଆଦେଶ ଦେଲେ। ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କହେି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ୟ୍ଯ ପିତୁଳାଗୁଡିକ ଓ ଧାତୁର ମୂର୍ତ୍ତିଗୁଡିକ ଯାହା କି ତୁମ୍ଭ ଦବେତାଙ୍କ ମନ୍ଦିର ରେ ଅଛି ସହେି ସବୁକୁ ଆମ୍ଭେ ଧ୍ବଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭମାନେେ ଭ୍ରଷ୍ଟ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି ଆଦେଶ ଦେଲେ। “ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କେହି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ଯ୍ୟ ପିତୁଳାଗୁଡ଼ିକ ଓ ଧାତୁର ମୂର୍ତ୍ତିଗୁଡ଼ିକ ଯାହାକି ତୁମ୍ଭ ଦେବତାଙ୍କ ମନ୍ଦିରରେ ଅଛି ସେହିସବୁକୁ ଆମ୍ଭେ ଧ୍ୱଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭେମାନେ ଭ୍ରଷ୍ଟ ହୋଇଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, “ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ।