Nahum 1:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇର୍ଷାପରାଯଣ ଏବଂ ପ୍ରତିଶାଧେ ପରାଯଣ। ସେ କୋରଧାନ୍ବିତ ହାଇେ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପ ରେ ସେ ପ୍ରତି ଶାଧେ ନିଅନ୍ତି। ସେ ତାଙ୍କର ଶତୃମାନଙ୍କ ଉପ ରେ ରାଗନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ (ସ୍ଵଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ଵର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀ ଉପରେ ସଦାପ୍ରଭୁ କ୍ରୋଧାନ୍ୱିତ ସଦାପ୍ରଭୁ ଈର୍ଷାପରାୟଣ ଏବଂ ପ୍ରତିଶୋଧ ପରାୟଣ। ସେ କ୍ରୋଧାନ୍ୱିତ ହୋଇ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପରେ ସେ ପ୍ରତିଶୋଧ ନିଅନ୍ତି। ସେ ତାଙ୍କର ଶତ୍ରୁମାନଙ୍କ ଉପରେ ରାଗନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।