Nahum 1:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନଦଇେ କବେେ ଛାଡିବେ ନାହିଁ। ସେ ଯେଉଁଠାକୁ ୟାଆନ୍ତି ସଠାେ ରେ ଘୂର୍ଣ୍ଣିବାତ୍ଯା ଓ ଝଡ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲା ବେଳେ ତାଙ୍କ ପାଦ ରେ ମେଘଗୁଡିକ ଧୂଳି ସ୍ବରୂପ ଉେଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନ ଦେଇ କେବେ ଛାଡ଼ିବେ ନାହିଁ। ସେ ଯେଉଁଠାକୁ ଯାଆନ୍ତି ସେଠାରେ ଘୂର୍ଣ୍ଣିବାତ୍ୟା ଓ ଝଡ଼ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲାବେଳେ ତାଙ୍କ ପାଦରେ ମେଘଗୁଡ଼ିକ ଧୂଳି ସ୍ୱରୂପ ଉଠେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ୍ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।