Nahum 1:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦବେେ ଏବଂ ସମୁଦ୍ର ଶୁଖିୟିବ। ସେ ନଦୀଗୁଡିକୁ ମଧ୍ଯ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡିବ। ଏବଂ ଲିବା ନୋନର ଫୁଲଗୁଡିକ ମଉଳି ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦନଦୀସକଳ ନିର୍ଜଳ କରନ୍ତି; ବାଶନ୍ ଓ କର୍ମିଲ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦେବେ ଏବଂ ସମୁଦ୍ର ଶୁଖିଯିବ। ସେ ନଦୀଗୁଡ଼ିକୁ ମଧ୍ୟ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡ଼ିବ। ଏବଂ ଲିବାନୋନ୍ର ଫୁଲଗୁଡ଼ିକ ମଉଳି ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।