Nahum 1:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆସିବେ ଏବଂ ପର୍ବତଗୁଡିକ ଭୟ ରେ ଥରିବେ ଏବଂ ପାହାଡଗୁଡିକ ତରଳି ଯିବେ। ସଦାପ୍ରଭୁଙ୍କ ଆଗମନ ରେ ପୃଥିବୀ ମଧ୍ଯ ଭୟ ରେ ଥରିବ। ବିଶ୍ବର ସମସ୍ତ ବ୍ଯକ୍ତି ଭୟ ରେ ଥରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ ଉଠିଯାଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ ଉଠିଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆସିବେ ଏବଂ ପର୍ବତଗୁଡ଼ିକ ଭୟରେ ଥରିବେ ଏବଂ ପାହାଡ଼ଗୁଡ଼ିକ ତରଳି ଯିବେ। ସଦାପ୍ରଭୁଙ୍କ ଆଗମନରେ ପୃଥିବୀ ମଧ୍ୟ ଭୟରେ ଥରିବ। ବିଶ୍ୱର ସମସ୍ତ ବ୍ୟକ୍ତି ଭୟରେ ଥରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା’ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।