Nahum 1:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ତତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ଵାରା ଶୈଳସବୁ ବିଦୀର୍ଣ୍ଣ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ କ୍ରୋଧ ବିରୁଦ୍ଧରେ କେହି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କ୍ରୋଧକୁ କେହି ସହ୍ୟ କରି ପାରିବେ ନାହିଁ। ତାଙ୍କର କ୍ରୋଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନରେ ପଥରଗୁଡ଼ିକ ଖଣ୍ତ ଖଣ୍ତ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।