Nahum 1:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସର୍ବମଙ୍ଗଳମଯ। ଦୁଃଖ ସମୟରେ ସେ ହେଉଛନ୍ତି ଏକମାତ୍ର ନିରାପଦ ସ୍ଥାନ। ୟିଏ ତାଙ୍କଠା ରେ ଆଶ୍ରଯ ନିଏ, ସେ ତା'ର ଯତ୍ନ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବମଙ୍ଗଳମୟ। ଦୁଃଖ ସମୟରେ ସେ ହେଉଛନ୍ତି ଏକମାତ୍ର ନିରାପଦ ସ୍ଥାନ। ଯିଏ ତାଙ୍କଠାରେ ଆଶ୍ରୟ ନିଏ, ସେ ତା’ର ଯତ୍ନ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି।