Nahum 1:8 — Compare Translations

5 translations compared side by side

Odia - 1840
"କିନ୍ତୁ, ସେ ତାଙ୍କର ଶତୃମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ଯାଜଳ ପରି ସମାନେେ ଧୋଇ ହାଇଯେିବେ। ସେ ଅନ୍ଧକାର ରେ ଶତୃମାନଙ୍କୁ ଗୋଡ଼ାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ଵାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ, ସେ ତାଙ୍କର ଶତ୍ରୁମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ୟାଜଳ ପରି ସେମାନେ ଧୋଇ ହୋଇଯିବେ। ସେ ଅନ୍ଧକାରରେ ଶତ୍ରୁମାନଙ୍କୁ ଗୋଡ଼ାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ପ୍ଲାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ୱାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ।