Nahum 1:9 — Compare Translations
5 translations compared side by side
Odia - 1840
"ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧ ରେ କାହିଁକି ଷଡୟନ୍ତ୍ର କରୁଛ? ସେ ସମ୍ପୂର୍ଣ୍ଣ ରୂପେ ତୁମ୍ଭକୁ ଧ୍ବଂସ କରିବେ, ତେଣୁ ତୁମ୍ଭେ ପୁନର୍ବାର ଏହା କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ଵିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ କାହିଁକି ଷଡ଼ଯନ୍ତ୍ର କରୁଛ? ସେ ସମ୍ପୂର୍ଣ୍ଣ ରୂପେ ତୁମ୍ଭକୁ ଧ୍ୱଂସ କରିବେ, ତେଣୁ ତୁମ୍ଭେ ପୁନର୍ବାର ଏହା କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।