Nahum 2:1 — Compare Translations

5 translations compared side by side

Odia - 1840
"କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ କଚାଡ଼ି ଖଣ୍ତ ଖଣ୍ତ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀ ଧ୍ୱଂସ ହେବ କେହି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ଼ ସ୍ଥାନଗୁଡ଼ିକୁ ଜଗ। ରାସ୍ତାଗୁଡ଼ିକ ଉପରେ ଦୃଷ୍ଟି ରଖ। ଯୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ଯ୍ୟନ୍ତ ନିଜକୁ ସଜାଗ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।