Nahum 2:10 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ନୀନିବୀ ଶୂନ୍ଯ ହାଇେ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇେଛି। ଲୋକମାନେ ସମାନଙ୍କେର ସାହସ ହରାଇଛନ୍ତି। ସମାନଙ୍କେର ହୃଦଯ ଭୟ ରେ ବିଚଳିତ। ସମାନଙ୍କେର ଆଣ୍ଠୁ ଓ ଶରୀର ଥରୁଛି। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇୟୋଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେସମସ୍ତଙ୍କର ମୁଖ ମଳିନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ନୀନିବୀ ଶୂନ୍ୟ ହୋଇ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହୋଇଛି। ଲୋକମାନେ ସେମାନଙ୍କର ସାହସ ହରାଇଛନ୍ତି। ସେମାନଙ୍କର ହୃଦୟ ଭୟରେ ବିଚଳିତ। ସେମାନଙ୍କର ଆଣ୍ଠୁ ଓ ଶରୀର ଥରୁଛି। ସେମାନଙ୍କର ମୁଖମଣ୍ତଳ ଭୟରେ ମଳିନ ହୋଇଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ (ନୀନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।