Nahum 2:11 — Compare Translations

5 translations compared side by side

Odia - 1840
"ସହେି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସଠାେ ରେ ବାସ କରୁଥିଲେ। ସମାନଙ୍କେର ସିଂହ ଶାବକଗୁଡିକୁ ସଠାେ ରେ ଖାଉଥିଲେ ଏବଂ ଭୟଭୀତ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ବିହାର କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସେହି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସେଠାରେ ବାସ କରୁଥିଲେ। ସେମାନଙ୍କର ସିଂହ ଶାବକଗୁଡ଼ିକୁ ସେଠାରେ ଖାଉଥିଲେ ଏବଂ ଭୟଭୀତ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?
Odia IRV 2017 (ଓଡିଆ ବାଇବେଲ)
ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?