Nahum 2:12 — Compare Translations

5 translations compared side by side

Odia - 1840
"ସିଂହ ନୀନିବୀର ରାଜା ତା'ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା'ର ନୀନିବୀ ଗୁମ୍ଫାକୁ ଶିକାର ରେ ପରିପୂର୍ଣ୍ଣ କଲା! ସେ ତା'ର ଗୁମ୍ଫାକୁ ମାଂସ ରେ ପୂର୍ଣ୍ଣ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକର ଗଳା ଟିପି ମାରିଅଛି, ଆଉ ଆପଣା ଗହ୍ଵର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସିଂହ ନୀନିବୀର ରାଜା ତା’ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା’ର ନୀନିବୀ ଗୁମ୍ଫାକୁ ଶିକାରରେ ପରିପୂର୍ଣ୍ଣ କଲା! ସେ ତା’ର ଗୁମ୍ଫାକୁ ମାଂସରେ ପୂର୍ଣ୍ଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।