Nahum 2:13 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ବର କୁହନ୍ତି, ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦବୋ ଓ ତୁମ୍ଭର 'ୟୁବକ ସିଂହମାନଙ୍କୁ' ଖଣ୍ତା ରେ ହତ୍ଯା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦବୋ। ଲୋକମାନେ ଆଉ କବେେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ଼୍ଗ ତୁମ୍ଭର ଯୁବାସିଂହ-ଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦେବା ଓ ତୁମ୍ଭର ‘ଯୁବକ ସିଂହମାନଙ୍କୁ’ ଖଣ୍ଡାରେ ହତ୍ୟା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦେବା। ଲୋକମାନେ ଆଉ କେବେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)