Nahum 2:3 — Compare Translations

5 translations compared side by side

Odia - 1840
"ସହେି ସୈନ୍ଯମାନଙ୍କର ମାହେରଗୁଡିକ ଲାଲ। ସମାନଙ୍କେର ପୋଷାକ ଅତି ଲାଲ। ସମାନଙ୍କେର ରଥଗୁଡିକ ୟୁଦ୍ଧ ପାଇଁ ଧାଡି ରେ ପ୍ରସ୍ତୁତ ହାଇେ ରହିଛି, ସଗେୁଡିକ ଅଗ୍ନିଶିଖା ପରି ଉଜ୍ଜ୍ବଳ ଦଖାେ ଯାଉଛି। ସମାନଙ୍କେର ବର୍ଚ୍ଛାସବୁ ଉେତ୍ତାଳିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୈନ୍ୟମାନଙ୍କର ମୋହରଗୁଡ଼ିକ ଲାଲ। ସେମାନଙ୍କର ପୋଷାକ ଅତି ଲାଲ। ସେମାନଙ୍କର ରଥଗୁଡ଼ିକ ଯୁଦ୍ଧ ପାଇଁ ଧାଡ଼ିରେ ପ୍ରସ୍ତୁତ ହୋଇ ରହିଛି, ସେଗୁଡ଼ିକ ଅଗ୍ନିଶିଖା ପରି ଉଜ୍ଜ୍ୱଳ ଦେଖା ଯାଉଛି। ସେମାନଙ୍କର ବର୍ଚ୍ଛାସବୁ ଉତ୍ତୋଳିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍‍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ।
Odia IRV 2017 (ଓଡିଆ ବାଇବେଲ)
ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍‍ଚକ୍‍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ।