Nahum 2:4 — Compare Translations

5 translations compared side by side

Odia - 1840
"ଅଶ୍ବଗ୍ଭଳିତ ରଥଗୁଡିକ ରାସ୍ତା ରେ ଧାଉଁଛନ୍ତି। ସମାନେେ ଖାେଲାଛକରେ ଏଣତେଣେେ ଭିଡ କରୁଛନ୍ତି। ସଗେୁଡିକ ମଶାଲପରି ଓ ବିଜୁଳି ପରି ଦଖାଯାେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜଦାଣ୍ତସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅଶ୍ୱଗ୍ଭଳିତ ରଥଗୁଡ଼ିକ ରାସ୍ତାରେ ଧାଉଁଛନ୍ତି। ସେମାନେ ଖୋଲାଛକରେ ଏଣେତେଣେ ଭିଡ଼ କରୁଛନ୍ତି। ସେଗୁଡ଼ିକ ମଶାଲପରି ଓ ବିଜୁଳି ପରି ଦେଖାଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜଦାଣ୍ଡସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେହିସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି।
Odia IRV 2017 (ଓଡିଆ ବାଇବେଲ)
ରାଜଦାଣ୍ଡସକଳରେ ରଥସବୁ ବ୍ୟଗ୍ରରେ ଗମନାଗମନ କରେ, ପ୍ରଶସ୍ତ ଛକମାନରେ ସେହିସବୁର ଧକ୍କା ଏକଆରେକର ଉପରେ ଲାଗେ; ସେସବୁର ଦୃଶ୍ୟ ମଶାଲ ତୁଲ୍ୟ, ସେମାନେ ବିଜୁଳି ପରି ଦୌଡ଼ନ୍ତି।