Nahum 2:5 — Compare Translations
5 translations compared side by side
Odia - 1840
"ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତବେେଳେ ସମାନେେ ଆଗକୁ ଗତି କରନ୍ତି, ସମାନେେ ଝୁଣ୍ଟି ପଡନ୍ତି। ସମାନେେ କାନ୍ଥ ନିକଟକୁ ୟାଆନ୍ତି ଏବଂ ସମାନଙ୍କେର ଢାଲଗୁଡିକ ଠିକ୍ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପ୍ରତାପାନ୍ଵିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତେବେଳେ ସେମାନେ ଆଗକୁ ଗତି କରନ୍ତି, ସେମାନେ ଝୁଣ୍ଟି ପଡ଼ନ୍ତି। ସେମାନେ କାନ୍ଥ ନିକଟକୁ ଯାଆନ୍ତି ଏବଂ ସେମାନଙ୍କର ଢାଲଗୁଡ଼ିକ ଠିକ୍ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପ୍ରତାପାନ୍ୱିତ ଲୋକମାନଙ୍କୁ ସ୍ମରଣ କରେ; ସେମାନେ ଗମନ କରୁ କରୁ ଝୁଣ୍ଟି ପଡ଼ନ୍ତି; ସେମାନେ ତହିଁର ପ୍ରାଚୀର ଆଡ଼କୁ ଦୌଡ଼ାଦୌଡ଼ି କରନ୍ତି ଓ ଅବରୋଧ ଯନ୍ତ୍ର ସ୍ଥାପିତ ହୋଇଅଛି।